ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ଓ ୩ ଗୁରୁତର

0

ଖୋର୍ଦ୍ଧା: ୧୬ନମ୍ବର ଜାତୀୟ ରାଜପଥରେ ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ​‌ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରୁ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଜଣେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ମଧ୍ୟରେ ଫସି ରହିଛି। ଘଟଣାସ୍ଥଳରେ ପୁଲିସ ଓ ସ୍ଥାନୀୟଲୋକ ଗ୍ୟାସ କଟର ସାହାଯ୍ୟରେ କାଟି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି।

Leave A Reply