ପୁଲିସ ଭ୍ୟାନ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

0

ବାଲେଶ୍ୱର : ପୁଲିସ ଭ୍ୟାନ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଜାତୀୟ ରାଜପଥ – ୬୦ର ମିରିଗିମୁଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ବୃଦ୍ଧଙ୍କୁ ବସ୍ତା ଥାନା ପୁଲିସ ଭ୍ୟାନ ଧକ୍କା ଦେଇଥିଲା। ଫଳରେ ବୃଦ୍ଧଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ସୂଚନା ଅନୁଯାୟୀ, ବୃଦ୍ଧଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଛି।

Leave A Reply