ବସ ଦୁର୍ଘଟଣାରେ ୧୫ ଆହତ

0

କଟକ : ବସ ଦୁର୍ଘଟଣାରେ ୧୫ଜଣ ଆହତ ହୋଇଥିବା ଜଣାପଡିଛି। କଟକର ଜଗତପୁର-ମଙ୍ଗୁଳି ଛକ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ବସଟି ଏକ ଟ୍ରକ ପଛ ପଟକୁ ଧକ୍କା ଦେବାରୁ ଦୁର୍ଘଟଣା ହୋଇଛି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତରଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply