ସଡକ ଦୁର୍ଘଟଣାରେ ଯୁବକ ମୃତ

0

ଭୁବନେଶ୍ବର : ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ଉପରେ ଘରୋଇ ବସ ଚଢିଯାଇଛି। ଘଟଣାସ୍ଥଳରେ ହିଁ ଉକ୍ତ ଯୁବକଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଲୋକମାନେ ବସଟିକୁ ଭଙ୍ଗାରୁଜା ମଧ୍ୟ କରିଥିବା ଜଣାପଡିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ କରିଛି।

 

Leave A Reply