ଟ୍ରାକ୍ଟର ଓଲଟି ୨ ମୃତ ଓ ୨ ଗୁରୁତର

0

ବଲାଙ୍ଗିର: ବେଲପଡ଼ା ବ୍ଲକ ଲଥାଚେନ୍ ଗାଁ ନିକଟରେ ଏକ ଟ୍ରାକ୍ଟର ଓଲଟି ପଡିଛି । ବାଲି ଉଠାଇବା ପାଇଁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟିଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Leave A Reply