ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର

କଟକ : ଚୌଦ୍ୱାର ସ୍ଥିତ ମଙ୍ଗୁଳି ଛକରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଓଭରବ୍ରିଜରୁ ଏକ ଟ୍ରକ ଖସିପଡ଼ିବାରୁ ଟ୍ରକର ଡ଼୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି।

Comments are closed.