ସଡ଼କ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

କେନ୍ଦୁଝର : କେନ୍ଦୁଝର ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥ ବରପଦା ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ଟ୍ରକ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ବୋଲେରୋ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।ଗୁରୁତର ବ୍ୟକ୍ତିଙ୍କୁ ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Comments are closed.