ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣା ଗ୍ରସ୍ତ, ୫ଗୋରୁ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲାର ନିହାଲପ୍ରସାଦ ଥାନା ଅନ୍ତର୍ଗତ ଧନିଆନାଳୀ ନିକଟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୫ଟି ଗୋରୁଙ୍କ ମୃତ୍ୟୁ ହୋଇଯାଇଛି। କଣ୍ଟେନର ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇ ଯାଇଥିବା ଜଣାପଡିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.