ଟ୍ରକ୍ ଦୁର୍ଘଟଣାରେ ଜଣେ ମୃତ

ଭଞ୍ଜନଗର : କଳିଙ୍ଗା ଘାଟିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ଗ୍ରସ୍ତ ଟ୍ରକ୍ ମଧ୍ୟରେ ଅନ୍ୟ ଜଣେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି ।

Comments are closed.