ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ସୋର : ବାଲେଶ୍ବର ଜିଲ୍ଲା ସୋର ନିକଟରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ କାହାର ପ୍ରାଣହାନି ହୋଇନଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କଟକ ଏସସିବି ମେଡିକାଲକୁ ପଠାଯାଇଛି । ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସଟି ପଶ୍ଚିମବଙ୍ଗରୁ ଭୁବନେଶ୍ୱର ଏମ୍ସକୁ ଯାଉଥିଲା ବୋଲି ସୂଚନା ମିଳିଛି ।

Comments are closed.