ବସ ଧକ୍କାରେ ୪ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଉଦଳାର ରଙ୍ଗମାଟିଆ ଛକରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଟୋକୁ ଏକ ବସ ଧକ୍କା ଦେବାରୁ ଅଟୋ ଚାଳକ ସହ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦଳା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି।

Comments are closed.