ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୭ ଆହତ, ଜଣେ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ କେ.ନୂଆଗାଁ ଅଞ୍ଚଳରେ ସୋମବାର ଘଟିଛି ଏକ ବଡ଼ ସଡ଼କ ଦୁର୍ଘଟଣା। ଏକ ଅଟୋ କୁଡୁତୁଲିରୁ କଞ୍ଜାମେଣ୍ଡି ଆସୁଥିବା ବେଳେ କୁଡୁତୁଲି ନିକଟ ଏକ ପୋଲ ଉପରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୭ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.