ବସ-ଟ୍ରକ ମୁହାଁମୁହିଁ ଧକ୍କା ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସୋନପୁର : ବସ-ଟ୍ରକ ମୁହାଁମୁହିଁ ଧକ୍କା । ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ସୋନପୁର ନିକଟରେ ଏହି ଦୁର୍ଘଟଣା ଘଟିଥିବା ନେଇ ଆଜି ଖବର ମିଳିଛି ।
ସୂଚନା ଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ଘରୋଇ ବସ ସୋନପୁର ବ୍ଲକ ଛକ ନିକଟରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ମାତ୍ର ବସରେ ଥିବା ଯାତ୍ରୀମାନେ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

 

Comments are closed.