ଟ୍ରକ-ଡ଼ମ୍ଫର ମୁହାଁମୁହିଁ ଧକ୍କା ; ଟ୍ରକ ଚାଳକ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କଲେଇପୋଷ ରାସ୍ତାର କେନ୍ଦୁଡ଼ିହି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଟ୍ରକ-ଡ଼ମ୍ଫର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଆଜି ସକାଳେ ପୁଲିସ ଘଟଣାସ୍ଥଳରେ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।

Comments are closed.