ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ; ୩ ମୃତ

ବରଗଡ : ବରଗଡ-ବଲାଙ୍ଗୀର ରାସ୍ତା ସରସରା ନିକଟରେ ଏକ ସଡକ ଦୁର୍ଘଟଣା ଘଟିଥିବା ରବିବାର ଜଣାପଡ଼ିଛି। ଏକ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଚାଳକ ସହ ଅଟୋରେ ଥିବା ୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

 

Comments are closed.