ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ବାର୍‍ କାଉସିଲକୁ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ୨ ଥର ଘୋଷଣା ସତ୍ୱେ କରୋନା ପାଇଁ ନିର୍ବାଚନ ବନ୍ଦ ଥିଲା।

Comments are closed.