ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା

ଡେରାଡୁନ : ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରହିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବାବେଳେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ।

Comments are closed.