ପୂର୍ବ ଲେହ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ : ପୂର୍ବ ଲେହ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ମଙ୍ଗଳବାର ସକାଳ ୫ଟା ୧୩ ମିନିଟ୍ ସମୟରେ ଲେହରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପରେ ତୀବ୍ରତା ୫.୧ ଥିବା ରେକର୍ଡ଼ କରାଯାଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିପାରି ନାହିଁ ।

Comments are closed.