ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬ କରୋନା ଆକ୍ରାନ୍ତ : ମୋଟ ଆରୋଗ୍ୟ ସଂଖ୍ୟା ୩୪୩କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି। ଆଜି ଗଞ୍ଜାମରୁ ୨୩ ଜଣ, ଯାଜପୁରରୁ ୫, ମୟୁରଭଞ୍ଜରୁ ୩, ପୁରୀ ଓ ଭଦ୍ରକରୁ ୨ଜଣ ଲେଖାଏଁ ଏବଂ ରାଉରକେଲାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.