ଆଉ ଜଣଙ୍କର କରୋନାରେ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୧୯୦୧ ହେଲା

ଭୁବନେଶ୍ୱର :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି  ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହା ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୧ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁ ଘଟିଥିବା କରୋନା ଆକ୍ରାନ୍ତ ବରଗଡ ଜିଲ୍ଲାର ବୋଲି ଜଣା ପଡ଼ିଛି।

Comments are closed.