ଅନୁଗୋଳ : ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଲେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ

ଅନୁଗୋଳ : ଅନୁଗୋଳ ଷ୍ଟାଡିୟମରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି।

Comments are closed.