ବିଝାଂରପୁର ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

0

ଯାଜପୁର: ବିଝାଂରପୁର ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଜୁମ୍ମା ସେଖକୁ ପୁଲିସ ଗିରଫ କରିଛି। ସୂଚନାଯୋଗ୍ୟ ଯେ, ଫେବୃଆରୀ ୯ ତାରିଖ ବିଳମ୍ବିତ ରାତିରେ କେତେକ ଦୁବୃର୍ତ୍ତ କପିଳା ରାସ୍ତାରେ ଜଣେ ସୁନା ବ୍ୟବସାୟୀ ଓ ତାଙ୍କ ସହଯୋଗୀଙ୍କୁ ଗଳା କାଟି ହତ୍ୟା କରି ଦେଇଥିଲେ। ପୂର୍ବରୁ ଏହି ଘଟଣାରେ ସମ୍ପୃକ୍ତ ୮ଜଣ ଅଭିଯୁକ୍ତକୁ ପୁଲିସ ଗିରଫ କରିଥିଲା। ଏହି ଘଟଣାରେ ମୋଟ ୧୦ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୯ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଜଣେ ଅଭିଯୁକ୍ତ ବର୍ତ୍ତମାନ ପର୍ଯ୍ୟନ୍ତ ଫେରାର ଅଛି।

Leave A Reply