ଦିଲ୍ଲୀ ହିଂସା ଘଟଣାରେ ଗିରଫ ହେଲେ ଜେଏନୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ

ନୂଆଦିଲ୍ଲୀ: ଗତ ଫେବୃଆରୀ ମାସରେ ହୋଇଥିବା ଦିଲ୍ଲୀ ହିଂସା ଘଟଣାରେ ଗିରଫ ହେଲେ ଜେଏନୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ ଗିରଫ ହୋଇଛନ୍ତି। ଦିଲ୍ଲୀ ହିଂସାରେ ଲୋକଙ୍କୁ ଉତ୍ତେଜିତ କରିବା ଓ ଭଙ୍ଗାଭଙ୍ଗି ଘଟଣାରେ ଉମରଙ୍କୁ ଗିରଫ କରାଯାଇଛି। ମାରାଥନ ଜେରା ପରେ ରାତି ଅଧରେ ତାଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସର ସ୍ବତନ୍ତ୍ର ସେଲ।

Comments are closed.