ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ଆକ୍ରାନ୍ତ

ଭୁବନେଶ୍ବର:  କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ଆଇସୋଲେସନ୍‌ରେ ଥିବାବେଳେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ୍‌ ଟେଷ୍ଟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଏଥିନେଇ ନିଜେ ମନ୍ତ୍ରୀ ଅରୁଣ ସାହୁ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି।

Comments are closed.