ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‍ ଏ.ଏସ୍‍. ବୋପାନ୍ନା

0

ଗୁଆହାଟୀ : ଜଷ୍ଟିସ୍‍ ଏ.ଏସ୍‍. ବୋପାନ୍ନା ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି। ଆସାମ ରାଜ୍ୟପାଳ ପ୍ରଫେସର ଜଗଦୀଶ ମୁଖି ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନ୍‍ୱାଲ୍‍ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ।

Leave A Reply