ବିଜେପିରେ ଯୋଗ ଦେଲେ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ବର : ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶ୍ବିନୀ ବୈଷ୍ଣବ ଶନିବାର ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ସେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ରାଜ୍ୟ ସଭାପତି ଏବଂ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ବିଜେଡି ସମର୍ଥନରେ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରୁ ରାଜ୍ୟସଭା ପ୍ରାର୍ଥୀ କରିଛି ।

Comments
Loading...