ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ : ୭୫୭ରୁ ୧୩୬ ପଜିଟିଭ୍‌

ଭୁବନେଶ୍ୱର : ଆସନ୍ତା ୨୯ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ବସିବାକୁ ଥିବା ବେଳେ ଏହା ପୂର୍ବରୁ କରୋନା ଟେଷ୍ଟ ରିପୋର୍ଟ ଆସିଛି। ଗତକାଲି କରାଯାଇଥିବା ୭୫୭ କୋଭିଡ୍ ପରୀକ୍ଷାରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି। ବିଧାୟକ ଦେବୀ ମିଶ୍ର ଓ ପ୍ରମିଳା ମଲ୍ଲିକଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି।

Comments are closed.