ଆଠଗଡରେ ସ୍ନାନ ଯାତ୍ରା

0

ଆଠଗଡ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ କଟକ ଜିଲା ଆଠଗଡର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ମହାସ୍ନାନ ଏବଂ ଗଜାନନ ବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ସ୍ନାନ ଓ ଗଜାନନ ବେଶ ଦେଖିବାପାଇଁ ଅନେକ ଭକ୍ତଙ୍କ ସମାଗମ ହୋଇଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୁଲିସ ମୁତୟନ କରାଯାଇଥିଲ ।

Leave A Reply