ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଆନନ୍ଦପୁର : ଆନନ୍ଦପୁର ଅନ୍ତର୍ଗତ ଶାଳପଡ଼ା ବାଇପାସ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ ହୋଇଛି। ରାତିରେ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମକୁ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଥିଲେ। କ୍ୟାସ ବାକ୍ସ ଖୋଲି ପାରିନଥିବାରୁ ଟଙ୍କା ନେଇପାରି ନଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.