ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ

0

ବାଲେଶ୍ୱର: ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ ହୋଇଛି। ମାର୍କୋଣା ପଞ୍ଚାୟତ ପାଉଁଷିଆ ପଦା ଗ୍ରାମର ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିଲା। ଯୁବକଙ୍କ ନାମ ବାବୁଲି ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ମାର୍କୋଣାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ଭଦ୍ରକ ଏବଂ ପରେ କଟକକୁ ସ୍ଥାନାନ୍ତରିତ କରାଯାଇଛି।

Leave A Reply