ଅଷ୍ଟ୍ରେଲିଆର ଜବରଦସ୍ତ ବ୍ୟାଟିଂ : ୨୩ଓଭର ଶେଷ ସୁଦ୍ଧା ୧୫୬-୦

ମୁମ୍ବଇ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଦିନିକିଆ ମଙ୍ଗଳବାର ମୁମ୍ବଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଛି। ଭାରତର ୨୫୬ରନର ବିଜୟ ଲକ୍ଷ୍ୟକୁ ପିଛା କରି କଙ୍ଗାରୁ ଦଳ ଜବରଦସ୍ତ ବ୍ୟାଟିଂ ପ୍ରଦର୍ଶନ କରିଛି। ୨୩ଓଭର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ କୌଣସି ୱିକେଟ ନହରାଇ ୧୫୬ରନ ସଂଗ୍ରହ କରିଛି। ଓପନିଂ ବ୍ୟାଟ୍ସମ୍ୟାନ୍ ଡେଭିଡ ୱାର୍ଣ୍ଣର ଓ ଆରୋନ ଫିଞ୍ଚ ଉଭୟ ଅର୍ଦ୍ଧଶତକ କରି ଖେଳୁଛନ୍ତି।

pic courtesy-twitter

Comments are closed.