ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡ. ପ୍ରଭାସ ଆଚାର୍ଯ୍ୟଙ୍କୁ ସମାଜସେବା ପାଇଁ ‘ସାରଳା ସମ୍ମାନ’

ଡମ୍ବରୁଧର ମହାନ୍ତି ସ୍ମାରକୀ ଟ୍ରଷ୍ଟ ପକ୍ଷରୁ କଟକ ବାରବାଟୀ ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ‘ବାପା ମହୋତ୍ସବ’ରେ ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ର ମୁଖ୍ୟ ପ୍ରଶାସନିକ ଅଧିକାରୀ ଡ. ପ୍ରଭାସ ଆଚାର୍ଯ୍ୟଙ୍କୁ ସମାଜସେବା ପାଇଁ ‘ସାରଳା ସମ୍ମାନ’ ପ୍ରଦାନ କରୁଛନ୍ତି ମୁଖ୍ୟ ଅତିଥି ‘ସମ୍ବାଦ’ର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ

Comments are closed.