ଗୋଟିଏ ଦିନରେ ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ମୋଟ ୧୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବସାଇଟରେ ସୂଚାନା ଦିଆଯାଇଛି ।

ଓ୍ବେବସାଇଟ ମ୍ୟାପ ଅନୁଯାୟୀ, ୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଓ ଯାଜପୁର ଅଞ୍ଚଳର ୫ ଜଣ ହୋଇଥିବା ଜଣାପଡ଼ିଛି ।

Comments are closed.