ସଡକ ଦୁର୍ଘଟଣାରେ ଜଣେ ମୃତ

0

ବଡବିଲ : କେନ୍ଦୁଝର ଜିଲା ବଡବିଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାରିଚକିଆ ଯାନ ଏବଂ ବାଇକ ମଧ୍ୟରେ ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣାରେ ବାଇକ ଚାଳକ ଇକବାଲ ସିଂହଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ଅନ୍ୟ ତିନି ଜଣ ଏହି ଦୁର୍ଘଟଣା ଆହତ ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

Leave A Reply