ବଲାଙ୍ଗୀର ଫଳ ବଜାରରେ ଆଗ୍ନିକାଣ୍ଡ, ୧ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଆଗ୍ନିକାଣ୍ଡ ଘଟିଛି। ଆଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ଜଣାପଡ଼ିଛି। ଏଥିସହ ୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବର ପାଇ ଅଗ୍ନିଶମ ବାହାନୀ ପହଞ୍ଚି ନିଆଁକୁ ଆୟତ କରିଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Comments are closed.