ବାଲେଶ୍ୱର ଉପନିର୍ବାଚନ; ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୬୭୧ଭୋଟରେ ଆଗୁଆ

ବାଲେଶ୍ୱର :  ବାଲେଶ୍ୱର ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି-ବିଜେପି ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୨୬୭୧ ଭୋଟରେ ଆଗୁଆ ରହିଛି।

Comments are closed.