ବାଲେଶ୍ୱର ଉପନିର୍ବାଚନ; ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩୨୦୬ଭୋଟରେ ଆଗୁଆ

ବାଲେଶ୍ୱର :  ବାଲେଶ୍ୱର ଉପନିର୍ବାଚନର ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି। ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି-ବିଜେପି ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩୨୦୬ଭୋଟରେ ଆଗୁଆ ରହିଛି। ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୪୪୬୭, ବିଜେପି ୩୯୩୨ ଖଣ୍ଡ ଭୋଟ ପାଇଛନ୍ତି ।

Comments are closed.