ବନକଲାଗି ନିମନ୍ତେ ୪ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

0

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଏହି ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ସମୟରେ ୪ଘଣ୍ଟା ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଆଜି ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ରଥଯାତ୍ରା ଶେଷ କରି ନୀଳାଦ୍ରିବିଜେ ପରେ ରତ୍ନ ସିଂହାସନରେ ବିରାଜିତ ଶ୍ରୀଜୀଉଙ୍କ ଏହା ପ୍ରଥମ ବନକଲାଗି ହେବ।

Leave A Reply