ଭାରତ ଓ ବାଂଲାଦେଶ ପ୍ରଥମ ଟ୍ବେଣ୍ଟି-୨୦ : ଟସ୍ ଜିତି ବାଂଲାଦେଶର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖୋଯିବାକୁଥିବା ଭାରତ ଓ ବାଂଲାଦେଶ ପ୍ରଥମ ଟ୍ବେଣ୍ଟି-୨୦ ମ୍ୟାଚରେ ବାଂଲାଦେଶ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ଟ୍ବେଣ୍ଟି-୨୦ ସିରିଜରେ ଅଧିନାୟକ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯିବା କାରଣରୁ ରୋହିତ ଶର୍ମା ଅଧିନାୟକ ଭାର ସମ୍ଭାଳିବେ।

Comments are closed.