ରାଜକୋଟ ଟ୍ବେଣ୍ଟି-୨୦ : ଭାରତ ପାଇଁ ୧୫୪ରନର ବିଜୟ ଲକ୍ଷ୍ୟ ରଖିଲା ବାଂଲାଦେଶ

ରାଜକୋଟ : ଗୁଜୁରାଟର ରାଜକୋଟରେ ଥିବା ସୌରାଷ୍ଟ୍ର କ୍ରିକେଟ ସଂଘ ଷ୍ଟାଡିୟମରେ ଭାରତ-ବାଂଲାଦେଶ ମଧ୍ୟରେ ଦ୍ବିତୀୟ ଟ୍ବେଣ୍ଟି-୨୦ ମ୍ୟଚ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବାଂଲାଦେଶ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ଓଭରରେ ୬ୱିକେଟ ହରାଇ ୧୫୩ରନ କରିବାରେ ସକ୍ଷମ ହୋଇଛି। ଅର୍ଥାତ ଭାରତକୁ ଏହି ମ୍ୟାଚ୍‌ ଜିତିବା ପାଇଁ ୧୫୪ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।

Comments are closed.