ଷ୍ଟାଡିୟମର ସୁରକ୍ଷା ପାଇଁ ୮୦ ପ୍ଲାଟୁନ୍ ପୁଲିସ ଫୋର୍ସ: ଡିଜି

ଭୁବନେଶ୍ବର: ଆସନ୍ତା ୨୨ରେ କଟକ ବାରବାଟୀ ଷ୍ଟାଡିୟମରେ ଇଣ୍ଡିଆ-ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଦିନିକିଆ ମ୍ୟାଚ୍ ହେବ। ଏଥିପାଇଁ ଷ୍ଟାଡିୟମରେ ସମସ୍ତ ବ୍ୟବସ୍ଥା ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିବା ପାଇଁ ଶୁକ୍ରବାର ଡିଜି ଅଭୟ ବାରବାଟୀ ଷ୍ଟାଡିୟମରେ ପହଞ୍ଚିଛନ୍ତି।

ବାରବଟୀ ଷ୍ଟାଡିୟମରେ ସମସ୍ତ ବନ୍ଦୋବସ୍ତ ସରିଛି। ଷ୍ଟାଡିୟମର ସୁରକ୍ଷା ଦାୟିତ୍ବରେ ୮୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି ବୋଲି ଡିଜି ଅଭୟ କହିଛନ୍ତି।

Comments are closed.