୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ : ଅଭିଯୁକ୍ତ ଅଟକ

ଭଦ୍ରକ : ଭଦ୍ରକ ଜିଲା ନାୟକାଣିଡ଼ିହି ଥାନା ଅନ୍ତର୍ଗତ କିସ୍ମତ କୃଷ୍ଣପୁର ଗ୍ରାମରେ ଜଣେ ଚାରି ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ନବାଳିକାକୁ ଚକୋଲେଟ ଓ ଅଙ୍ଗୁର ଦେବା ଲୋଭ ଦେଖାଇ ଅଭିଯୁକ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୋଗ ପରେ ପୁଲିସ ଥାନାରେ ସମ୍ପୃକ୍ତ ଅଭିଯୁକ୍ତକୁ ଅଟକ ରଖିଛି।

Comments
Loading...