ବିଭାଗୀୟ ସ୍ଥାୟୀ କମିଟି-୧ଙ୍କର ଦ୍ୱିତୀୟ ବୈଠକ

ଭୁବନେଶ୍ୱର : ଆଜି ବିଧାନସଭା ସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ବିଭାଗୀୟ ସ୍ଥାୟୀ କମିଟି-୧ଙ୍କର ଦ୍ୱିତୀୟ ବୈଠକ ବିଧାୟକ ଶ୍ରୀ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କମିଟିର ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟିର ସଦସ୍ୟ, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.