ଆଜି ଭୁବନେଶ୍ବରରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୫୪

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୧୧ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୨୭ ରହିଛି। ଆଜି ଭୁବନେଶ୍ବରରୁ ୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...