ଭୁବନେଶ୍ବରରୁ ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୭

ଭୁବନେଶ୍ବର : ଭୁବନେଶ୍ବରରୁ ଗୁରୁବାର ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୪ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୮ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହ ଭୁବନେଶ୍ବରରେ ମୋଟ କରୋନା ଆକ୍ରାନ୍ତଙ୍କ  ସଂଖ୍ୟା ୫୫୭କୁ ବୃଦ୍ଧି ହୋଇଛି । ଏମାନଙ୍କ ମଧ୍ୟରୁ ୨୪୭ ଜଣ ଚିକିତ୍ସାଧିନ ଥିବା ବେଳେ ୩୦୨ ଜଣ ସୁସ୍ଥ ଓ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

Comments are closed.