ଟ୍ବିନ ସିଟିରେ ଅପରାହ୍ନ ୩ଟା ଯାଏଁ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବା ପରେ ରାଜ୍ୟରେ ବହୁ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ଅପରାହ୍ନ ୩ଟା ଯାଏ କଟକ ଓ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।। ବର୍ଷା ଯୋଗୁ ରାସ୍ତାଘାଟ ଭଲ ଦିଶିବ ନାହିଁ। ଏହାସହ ବର୍ଷା ଯୋଗୁ ଟ୍ରାଫିକ ଜାମ୍ ହୋଇପାରେ। ଯଥା ସମ୍ଭବ ଘରୁ ନ ବାହାରିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Comments are closed.