ବାଣୀବିହାରରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର : ରାଜଧାନୀର ବାଣୀବିହାରରେ ଶୁକ୍ରବାର ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ଦେଖିବାକୁ ମିଳିଛି। ବାଣୀବିହାର ହଷ୍ଟେଲ ବନ୍ଦ ନିର୍ଦ୍ଦେଶରେ ଛାତ୍ରଛାତ୍ରୀ ଏଭଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ୧୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ବୋଲି ସୂଚନା ମିଳିଛି।

Comments are closed.