ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରସ୍ଥିତ ବିଜେବି କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ମୃତ ଛାତ୍ରୀ ଜଣଙ୍କ +୩ ପ୍ରଥମ ବର୍ଷର କଳାର ଛାତ୍ରୀ ହୋଇଥିବା ବେଳେ କଲେଜ ଛାତ୍ରୀ ନିବାସରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ବରଗଡ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.