ଭୟାବହ ଅଗ୍ନିକାଣ୍ଡରେ ଜଲିଗଲା ୫ ବଖରା

ଭଦ୍ରକ : ଭଦ୍ରକ ଜିଲା ବାସୁଦେବପୁର ଅନ୍ତର୍ଗତ ବରଣ୍ଡୁଆ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୫ ବଖରା ଘର ଜଳି ଯାଇଥିବା ଜଣାପଡ଼ିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପ୍ରଶାସନ ଓ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

 

Comments are closed.