ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଧାନବେଣୀ ହୁଡି ବୁଲାଣି ୪୯ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ମୃତକ ହେଲେ ସଦର ଥାନା ବନାଯୋଡି ଗ୍ରାମର ପରେଶ କୁମାର ବାରିକ। ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ଡାକ୍ତରଖାନାକୁ ପଠାଇବା ସହ ବାଇକ ଜବତ କରି ତଦନ୍ତ ଚଳାଇଛି ।

Comments are closed.